Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଖୋଲିଲା ରତ୍ନଭଣ୍ଡାର

Banajyotshna Ray
Browse all articles by Banajyotshna Ray
·2 years ago
ଖୋଲିଲା ରତ୍ନଭଣ୍ଡାର

ଅର୍ଗସ ବ୍ୟୁରୋ:  ଖୋଲିଲା ଶ୍ରୀମନ୍ଦିର ରହସ୍ୟମୟ ରତ୍ନଭଣ୍ଡାର। ୫ ଦଶନ୍ଧି ପ୍ରତୀକ୍ଷାର ଅନ୍ତ ଘଟିବ। ଦିନ ୧ଟା ୨୮ରେ ଖୋଲିଲା ରତ୍ନଭଣ୍ଡାର।  ତଦାରଖ କମିଟିର ୨ ଜଣ, ଜିଲ୍ଲାପାଳ, ତାଲା ଭଙ୍ଗା ଟିମ୍‌, ଏଏସ୍‌ଆଇ ଟିମ୍‌, ଭଣ୍ଡାର ମେକାପ, ତଡ଼ଉ କରଣ ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି । ସେହିପରି ରତ୍ନ ଅଳଙ୍କାର ରଖିବା ପାଇଁ ମନ୍ଦିର ଭିତରେ ସ୍ଥାନ ଚିହ୍ନଟ ହୋଇସାରିଛି ବୋଲି କହିଛନ୍ତି ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ତଦାରଖ କମିଟିର ବସିଥିଲା ବୈଠକ। ବୈଠକରେ କମିଟିର ସମସ୍ତ ସଦସ୍ୟ, ଏଏସଆଇ ଅଧିକାରୀ ଉପସ୍ଥିତ। ୪୬ ବର୍ଷ ପରେ ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର। ବାହାର ରତ୍ନଭର୍ଡାରକୁ ପ୍ରବେଶ କଲେ ଟିମ୍‌। ଲୋକନାଥଙ୍କୁ ପୂଜା କରି ପ୍ରବେଶ କଲେ ଟିମ୍‌। 

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ratna bhandar has been opened | Argus News