Videos
|
Odisha

ଜାନୁଆରୀ ୧୨ରୁ ୧୫ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

Banajyotshna Ray
Browse all articles by Banajyotshna Ray
·1 year ago
ଜାନୁଆରୀ ୧୨ରୁ ୧୫ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ଅର୍ଗସ ବ୍ୟୁରୋ:  ଆସନ୍ତା ଜାନୁଆରୀ ୧୨ରୁ ୧୫ ତାରିଖ ଯାଏଁ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ। ମକର ସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।


ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ରତ୍ନଭଣ୍ଡାର ମରାମତି କାମ ଜୋରସୋରରେ ଚାଲିଥିବା ବେଳେ ମକର ସଂକ୍ରାନ୍ତି କାରଣରୁ କିଛି ଦିନ ବନ୍ଦ ରହିବ ଏହି କାମ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଅଧିକ ପଢ଼ନ୍ତୁ ଓଡିଶା ଖବର:

Ratna Bhandar Repair Work Put on Hold For Four Days | Argus News