Videos
|
Odisha

ରତ୍ନଭଣ୍ଡାର କମିଟି ବୈଠକ ଆରମ୍ଭ: ଯାଞ୍ଚ ଓ ମରାମତି ନେଇ ହେଉଛି ଆଲୋଚନା

Ritu Das
Browse all articles by Ritu Das
·2 years ago
ରତ୍ନଭଣ୍ଡାର କମିଟି ବୈଠକ ଆରମ୍ଭ: ଯାଞ୍ଚ ଓ ମରାମତି ନେଇ ହେଉଛି ଆଲୋଚନା

ଅର୍ଗସ ବ୍ୟୁରୋ: ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି ବୈଠକ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏଏସଆଇ ଅଧିକାରୀମାନେ ଯୋଗଦେଇଛନ୍ତି। ତେବେ ବାହାର ଓ ଭିତର ଭଣ୍ଡାରରୁ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ ହୋଇସାରିଛି। 

ଏଏସଆଇ ପକ୍ଷରୁ ପ୍ରାଥମିକ ଯାଞ୍ଚ ଆରମ୍ଭ ହୋଇଥିବା ବେଳେ କେବେ ଏହାର ମରାମତି ହେବ, ସେ ନେଇ ଆଜିର ବୈଠକରେ ଆଲୋଚନା ହେଉଥିବା ସୂଚନା ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Ratnabhandar | Argus News