Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ ଲାଗୁ ହେଉଥିବା 5-T ଚାର୍ଟର ହଟିଲା

Smruti Parija
Browse all articles by Smruti Parija
·1 year ago
ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ ଲାଗୁ ହେଉଥିବା 5-T ଚାର୍ଟର ହଟିଲା

ଅର୍ଗସ ବ୍ୟୁରୋ: ହଟିଲା 5T ଚାର୍ଟର ମୋ ସରକାର । କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍‌-ଟି ଚାର୍ଟର । ଫାଇଭ୍‌-ଟି ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍‌ରୁ ହଟିଲା 5T । ଏବେ ଏହାର କୌଣସି ଆବଶ୍ୟକତା ନଥିବା ଦର୍ଶାଇ ହଟାଗଲା । ୨୦୧୯-୨୦ ପୂର୍ବରୁ ପ୍ରଚଳିତ ଫର୍ମାଟକୁ ପୁନଶ୍ଚ ପ୍ରଚଳନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । 


 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Removed 5-T charter applicable to government employees | Argus News