Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କୁର୍ଲା ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ଆଜି ବରଗଡ଼ ୧୨ ଘଣ୍ଟିଆ ବନ୍ଦ

Ritu Das
Browse all articles by Ritu Das
·1 year ago
କୁର୍ଲା ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ଆଜି ବରଗଡ଼ ୧୨ ଘଣ୍ଟିଆ ବନ୍ଦ

ଅର୍ଗସ ବ୍ୟୁରୋ: ଆଜି ୧୨ ଘଣ୍ଟିଆ ବରଗଡ଼ ସହର ବନ୍ଦ । କୁର୍ଲା ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣାରେ ନ୍ୟାୟ ଦାବିରେ ଏହି ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସହରରେ ବନ୍ଦ ପାଳନ କରାଯାଉଛି । ସଚେତନ ନାଗରିକ ମଞ୍ଚ ଏବଂ ବିରୋଧୀ ଦଳ ପକ୍ଷରୁ ବନ୍ଦ ପାଳନ କରାଯାଇଛି । ଟାଉନର ସମସ୍ତ ଦୋକାନ ବଜାର ବନ୍ଦ ।


ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ଜଙ୍ଗଲରୁ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବୁର୍ଲା ବଡ଼ ଡାକ୍ତରଖାନାରେ ପୀଡ଼ିତାଙ୍କ ଚିକିତ୍ସା କରାଯାଉଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rescue of young woman from Kurla forest: 12-hour shutdown in Bargarh today demanding justice | Argus News