ବଦଳିଲେ ଯୋଗାଣ ଓ ଶକ୍ତି ବିଭାଗର ସଚିବ
·1 year ago

ଭୁବନେଶ୍ୱର: IAS ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର । ବଦଳିଲେ ଯୋଗାଣ ଓ ଶକ୍ତି ବିଭାଗର ସଚିବ । ଶକ୍ତି ବିଭାଗ ସଚିବ ପଦରୁ ହଟିଲେ ହେମନ୍ତ ଶର୍ମା । ପ୍ରମୁଖ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ବ । ସେହିପରି ଖାଦ୍ୟ ଯୋଗାଣ ସଚିବ ପଦରୁ ହଟିଲେ ବୀର ବିକ୍ରମ ଯାଦବ । ପ୍ରମୁଖ ସଚିବ ସଞ୍ଜୟ ସିଂହଙ୍କୁ ଖାଦ୍ୟ ଯୋଗାଣ ବିଭାଗର ଅତିରିକ୍ତ ଦାୟିତ୍ବ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: