Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶ୍ରୀମନ୍ଦିର ଆନନ୍ଦବଜାର ଶୃଙ୍ଖଳା ଓ ସଂସ୍କାର ପାଇଁ ଶ୍ରୀମନ୍ଦିର ପ୍ରଶାସନର ପଦକ୍ଷେପ

Smruti Parija
Browse all articles by Smruti Parija
·1 year ago
ଶ୍ରୀମନ୍ଦିର ଆନନ୍ଦବଜାର ଶୃଙ୍ଖଳା ଓ ସଂସ୍କାର ପାଇଁ ଶ୍ରୀମନ୍ଦିର ପ୍ରଶାସନର ପଦକ୍ଷେପ

ପୁରୀ: ଶ୍ରୀମନ୍ଦିର ଆନନ୍ଦବଜାର ଶୃଙ୍ଖଳା ଓ ସଂସ୍କାର ପାଇଁ ଶ୍ରୀମନ୍ଦିର ପ୍ରଶାସନର ପଦକ୍ଷେପ । ଶ୍ରୀମନ୍ଦିର ପରିସରରେ ମୁତୟନ ହେଲେ ଅବସରପ୍ରାପ୍ତ ସେନା କର୍ମଚାରୀ । ଆନନ୍ଦବଜାର, ମନ୍ଦିର ବେଢ଼ାରେ 10 ଅବସରପ୍ରାପ୍ତ ସେନା କର୍ମଚାରୀ ମୁତୟନ । 2 ଟି ସିଫ୍ଟରେ ଡ୍ୟୁଟି କରିବେ 20 ଜଣ ଅବସରପ୍ରାପ୍ତ ସେନା କର୍ମଚାରୀ । ଆନନ୍ଦବଜାର ଶୃଙ୍ଖଳା ଓ ସଂସ୍କାର ପାଇଁ ଶ୍ରୀମନ୍ଦିର ପ୍ରଶାସନର ପଦକ୍ଷେପ । ସକାଳ ୬ରୁ ଅପରାହ୍ନ ୨ଟା ଏବଂ ଅପରାହ୍ନ ୨ଟାରୁ ରାତି ୧୦ ଯାଏଁ ଡ୍ୟୁଟି କରିବେ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
retired-army-deployed-in-puri-temple-for-security-purpose | Argus News