କେନ୍ଦ୍ରୀୟ ଡେପୁଟେସନ୍ରୁ ଫେରିଲେ ବରିଷ୍ଠ IPS ୱାଇ.ବି. ଖୁରାନିଆ
·1 year ago

ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନ୍ରୁ ଫେରିଲେ ବରିଷ୍ଠ IPS ୱାଇ.ବି. ଖୁରାନିଆ। ଓଡ଼ିଶା କ୍ୟାଡର ଆଇପିଏସ୍ ୱାଇ.ବି ଖୁରାନିଆ ଏବେ ବିଏସଏଫ୍ ସ୍ପେଶାଲ୍ ଡିଜି ଅଛନ୍ତି। ତେବେ ତାଙ୍କୁ ଓଡ଼ିଶାକୁ ପ୍ରତ୍ୟାବର୍ତ୍ତନ ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା ।
ଯାହାକୁ ଅନୁମୋଦନ ଦେଇଛି ମନ୍ତ୍ରାଳୟ। ଖୁରାନିଆଙ୍କ ପ୍ରତ୍ୟାବର୍ତ୍ତନ ପରେ ସେ ଓଡ଼ିଶାର ପରବର୍ତ୍ତୀ ଡିଜିପି ହେବା ନେଇ ଚର୍ଚ୍ଚା ଜୋର୍ ଧରିଛି। ୧୯୯୦ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇପିଏସ୍ ୱାଇ.ବି ଖୁରାନିଆ ପୂର୍ବରୁ ପୋଲିସ କମିଶନର ଥିଲେ । ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ ଓ ରାଉରକେଲା ଏସପି ଭାବେ ମଧ୍ୟ ଦାୟିତ୍ବ ନିର୍ବାହ କରିଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: