Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପର୍ଯ୍ୟଟକଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ:  ପ୍ରଭାତୀ ପରିଡା 

Odisha

ପର୍ଯ୍ୟଟକଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ:  ପ୍ରଭାତୀ ପରିଡା 

Manini Pattanayak
Browse all articles by Manini Pattanayak
·1 year ago
ପର୍ଯ୍ୟଟକଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ:  ପ୍ରଭାତୀ ପରିଡା 

ପୁରୀ:  ଜିରୋ କାଜୁଆଲିଟିକୁ ପ୍ରାଥମିକତା ଦେଉଛନ୍ତି ସରକାର । ସମ୍ଭାବ୍ୟ ବାତ୍ୟା ଦାନାକୁ ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ପତିକ୍ରିୟା । ପୁରୀ ଉପକୂଳରେ ବାତ୍ୟା ମାଡ଼ ହେବା ଆଶଙ୍କା ଥିବାରୁ ଜିଲ୍ଲା ପ୍ରଶାସନ ଆଗୁଆ ସତର୍କ ରହିଛି ।

ପର୍ଯ୍ୟଟକଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ। ମାଛ ଧରାଳିଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ସରକାର, ପ୍ରଶାସନ ସମସ୍ତେ ଆଲର୍ଟ ଅଛନ୍ତି । କାହାର କିଛି କ୍ଷତି ନ ହେଉ , ମହାପ୍ରଭୁଙ୍କ ପାଖରେ ଏତିକି ପ୍ରାର୍ଥନା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Safety of tourists will be given priority: pravati-parida | Argus News