ଟିକେଟ ପାଇଲେନି ବିଜେଡି ଛାଡ଼ିଦେଲେ
·2 years ago

ଅର୍ଗସ ବ୍ୟୁରୋ: ବିଜେଡି ଛାଡ଼ିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ଡ. ରାସେଶ୍ବରୀ ପାଣିଗ୍ରାହୀ। ସମ୍ବଲପୁରରୁ ଟିକେଟ ଆଶାୟୀ ଥିଲେ। ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ଥିଲେ।
ଦଳର ପ୍ରାଥମିକ ସଦସ୍ୟ ପଦ ସହ ସମସ୍ତ ପଦରୁ ଇସ୍ତଫା ଦେଲେ। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର। ରାସେଶ୍ଵରୀ ୨୦୧୪ ମସିହାରୁ ୨୦୧୯ ପର୍ଯ୍ୟନ୍ତ ବିଜେଡି ଦଳରୁ ସମ୍ବଲପୁର ବିଧାୟିକା ଥିଲେ।
ଅଧିକ ପଢ଼ନ୍ତୁ ରାଜନୀତି ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: