Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ସାମିଲ ହେଲେ ସମୀର ଦାଶ

Banajyotshna Ray
Browse all articles by Banajyotshna Ray
·2 years ago
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ସାମିଲ ହେଲେ ସମୀର ଦାଶ

ଅର୍ଗସ ବ୍ୟୁରୋ: ପଦ୍ମ ଧରିଲେ ସମୀର ରଞ୍ଜନ ଦାଶ। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସମୀର ଦାଶ। ନିମାପଡା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ବିଜେଡି ଛାଡିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ପଠାଇଥିଲେ ଇସ୍ତଫା ପତ୍ର। ଟିକେଟ କଟିଥିବାରୁ ଅସନ୍ତୁଷ୍ଟ ଥିଲେ ସମୀର। ନେତା ଆସ୍ଥା ହରାଇଥିବାରୁ ଦଳରେ ରହିବା ଠିକ୍ ନୁହେଁ। ଗୋପ ବିଜେଡି ସଂଙ୍ଗଠନ ଉପରେ ଆସ୍ଥା ହରାଇଛନ୍ତି ବୋଲି କହିଥିଲେ ସମୀର।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Sameer Das joined the BJP | Argus News