ବିଜେଡି ଛାଡ଼ିଲେ ସମୀର ରଞ୍ଜନ ଦାସ
·2 years ago

ଅର୍ଗସ ବ୍ୟୁରୋ: ସମୀର ରଞ୍ଜନ ଦାସ ଛାଡ଼ିଲେ ବିଜେଡି। ନିମାପଡା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାସ। ମୁଖ୍ୟମନ୍ତ୍ରୀଙ୍କୁ ପଠାଇଲେ ଇସ୍ତଫା ପତ୍ର। ଟିକେଟ କଟିଥିବାରୁ ଅସନ୍ତୁଷ୍ଟ ଥିଲେ ସମୀର। ନେତା ଆସ୍ଥା ହରାଇଥିବାରୁ ଦଳରେ ରହିବା ଠିକ୍ ନୁହେଁ। ଗୋପ ବିଜେଡି ସଂଙ୍ଗଠନ ଉପରେ ଆସ୍ଥା ହରାଇଛନ୍ତି ବୋଲି କହିଛନ୍ତି ସମୀର। ଏକ ଭିଡିଓ କରି ବିଜେଡି ଦଳ ଛାଡିଥିବା କହିଛନ୍ତି ସମୀର ଦାସ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: