Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମେ' ୬ରୁ ଜୁନ ୧୭ ପର୍ଯ୍ୟନ୍ତ ଛୁଟି ରହିବ ସ୍କୁଲ

Banajyotshna Ray
Browse all articles by Banajyotshna Ray
·2 years ago
ମେ' ୬ରୁ ଜୁନ ୧୭  ପର୍ଯ୍ୟନ୍ତ ଛୁଟି ରହିବ ସ୍କୁଲ

ଅର୍ଗସ ବ୍ୟୁରୋ:  ମେ ୬ରୁ ସ୍କୁଲରେ ଖରା ଛୁଟି । ଆସିଲା ୨୦୨୪-୨୫ ଶିକ୍ଷାବର୍ଷ କ୍ୟାଲେଣ୍ଡର । ୨୦୨୪ ଶିକ୍ଷାବର୍ଷ ପାଇଁ ପ୍ରକାଶିତ କ୍ୟାଲେଣ୍ଡରରେ ସମସ୍ତ ଛୁଟି ବିବରଣୀ ପ୍ରକାଶ ପାଇଛି । ଓସେପା ପକ୍ଷରୁ ପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀ ପାଇଁ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି।  ଚଳିତ ବର୍ଷ  ମେ ୬ ତାରିଖରୁ ସ୍କୁଲରେ ଖରାଛୁଟି ଆରମ୍ଭ ହୋଇ ୧୭ ଜୁନ ପର୍ଯ୍ୟନ୍ତ ଛୁଟି ରହିବ। ତେବେ ଶିକ୍ଷା କ୍ୟାଲେଣ୍ଡରକୁ କଡ଼ାକଡ଼ି ପାଳନ ଲାଗି ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
School holidays from May 6 | Argus News