|
logo
Live

Argus News - ଆଜି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ

Odisha

ଆଜି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ

Jitendra Dash
Browse all articles by Jitendra Dash
·1 year ago
ଆଜି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ

ଅର୍ଗସ ବ୍ୟୁରୋ : ଆଜି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ  । ଆଜି ୫ ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ୩୫ ବିଧାନସଭା ଆସନ ପାଇଁ ଆରମ୍ଭ ହୋଇଛି ଭୋଟିଂ । ୯୧୬୨ଟି ମତଦାନ କେନ୍ଦ୍ରରେ ଭୋଟ ଦେଉଛନ୍ତି ୭୯ ଲକ୍ଷ  ୬୯ ହଜାର ଭୋଟର । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ୱଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି । ନିୟୋଜିତ ହୋଇଛନ୍ତି ୧୦୨ କମ୍ପାନୀ ସୁରକ୍ଷା ବାହିନୀ । ୬୦ଟି ବୁଥରେ ହୋଇଛି ଲାଇଭ ଷ୍ଟ୍ରିମିଂ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଜି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ | Argus News