Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ: ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ  

Manini Pattanayak
Browse all articles by Manini Pattanayak
·2 years ago
ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ: ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ  

ଭୁବନେଶ୍ୱର:  ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ ।  ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ ।  5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ 35 ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ ।

 9162ଟି ମତଦାନ କେନ୍ଦ୍ରରେ ଭୋଟ ଦେଉଛନ୍ତି  79 ଲକ୍ଷ  69 ହଜାର ଭୋଟର । ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ବଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି  । ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି  । ପ୍ରାୟ 102 କମ୍ପାନୀ ସୁରକ୍ଷା ବାହିନୀ ନିୟୋଜିତ ହୋଇଥିବା ବେଳେ 60ଟି ବୁଥରେ ହେଉଛି ଲାଇଭ ଷ୍ଟ୍ରିମିଂ। ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Second phase polling in Odisha: 35.31 percent by the end of the day | Argus News