ବ୍ରାଉନସୁଗାର ସହିତ ସ୍କୁଟି ଜବତ
·2 years ago

ଭଦ୍ରକ: ଭଦ୍ରକ ଅବକାରୀ ବିଭାଗ ପକ୍ଷରୁ ବ୍ରାଉନସୁଗାର ସହିତ ସ୍କୁଟି ଜବତ। 2 ଜଣ ଗିରଫ । ବାଗୁରାଇ ମେଡିକାଲ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଏକ ସ୍କୁଟିରୁ 37 ଗ୍ରାମ ବ୍ରାଉନସୁଗାର ସମେତ 12 ହଜାର ଏକ ଶହ ଟଙ୍କା ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ସହରାଞ୍ଚଳ ଥାନା ଅନ୍ତର୍ଗତ ନରିପୁର ଗ୍ରାମର ଗୀତାରାଣୀ ବେହେରା ଓ ପ୍ରଶାନ୍ତ ବେହେରାଙ୍କୁ ଗିରଫ କରିଛି ଅବକାରୀ ପୋଲିସ। ଜବତ ବ୍ରାଉନସୁଗାର ଓ ସ୍କୁଟିର ଆନୁମାନିକ ମୂଲ୍ୟ 4 ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
