Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବରିଷ୍ଠ ସାମ୍ବାଦିକ ସଞ୍ଜୟ ଜେନାଙ୍କ ମାତା ବିଦୁଲତାଙ୍କ ଦେହାନ୍ତ

Swayangprajna Mishra
Browse all articles by Swayangprajna Mishra
·2 years ago
ବରିଷ୍ଠ ସାମ୍ବାଦିକ ସଞ୍ଜୟ ଜେନାଙ୍କ ମାତା ବିଦୁଲତାଙ୍କ ଦେହାନ୍ତ

ଅର୍ଗସ ବ୍ୟୁରୋ :  ବରିଷ୍ଠ ସାମ୍ବାଦିକ ସଞ୍ଜୟ ଜେନାଙ୍କ ମାତା ବିଦୁଲତା ସାମଲଙ୍କ ଆଜି ୮୧ବର୍ଷ ବୟସରେ ଦେହାନ୍ତ ଘଟିଛି । ସ୍ୱର୍ଗତାଃ ସାମଲ ଜଣେ ଶିକ୍ଷୟତ୍ରୀ ଭାବେ ସୁନାମ ଅର୍ଜନ କରିଥିଲେ । ସ୍ୱର୍ଗତାଃ ବିଦୁଲତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଦୁଃଖ ପ୍ରକାଶ କରିଛନ୍ତି । 

ଅଧିକ ପଢନ୍ତୁ ଓଡିଶା ଖବର

ସ୍ୱର୍ଗତାଃ ବିଦୁଲତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Senior journalist Sanjay Jena's mother bidulata passed away | Argus News