Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ, ତଦାରଖ ପାଇଁ ଭୁବନେଶ୍ୱରରେ ବରିଷ୍ଠ ନେତା

Odisha

ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ, ତଦାରଖ ପାଇଁ ଭୁବନେଶ୍ୱରରେ ବରିଷ୍ଠ ନେତା

Banajyotshna Ray
Browse all articles by Banajyotshna Ray
·2 years ago
ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ, ତଦାରଖ ପାଇଁ ଭୁବନେଶ୍ୱରରେ ବରିଷ୍ଠ ନେତା

ଅର୍ଗସ ବ୍ୟୁରୋ:  ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ତଦାରଖ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଦୁଇ ବରିଷ୍ଠ ନେତା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟପ୍ରଦେଶର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିଶ୍ୱାସ କୈଳାଶ ସାରଙ୍ଗ ଏବଂ ମଧ୍ୟପ୍ରଦେଶ ବିଜେପିର ପୂର୍ବତନ ସଂଗଠନ ମନ୍ତ୍ରୀ ଆଶୁତୋଷ ତିୱାରୀ ପହଞ୍ଚିଛନ୍ତି | ଶପଥ ଗ୍ରହଣ କାର୍ଯ୍ୟକ୍ରମର ତଦାରଖ କରିବେ ଏହି ଦୁଇ ବରିଷ୍ଠ ନେତା । ଭୁବନେଶ୍ୱରରେ ରହି କାର୍ଯ୍ୟକ୍ରମ ପରିଚାଳନା କରିବାକୁ ଆସିଛନ୍ତି ଏହି ଦୁଇ ନେତା ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Senior leaders in Bhubaneswar to oversee Chief Minister's swearing-in ceremony | Argus News