Videos
|
Odisha

ରାଜଧାନୀରେ ଲଜ୍ଜା: ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

Ritu Das
Browse all articles by Ritu Das
·1 year ago
ରାଜଧାନୀରେ ଲଜ୍ଜା: ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ଅର୍ଗସ ବ୍ୟୁରୋ: ରାଜଧାନୀରେ ଜଣେ ମହିଳାଙ୍କୁ କେତେକ ଚୋର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ ହୋଇଛି।  ଘରେ ମହିଳାଙ୍କ ସହ ତାଙ୍କ ଦୁଇ ବର୍ଷର ଛୁଆ ଥିଲେ। 

ଛୁରୀ ଦେଖାଇ ମହିଳାଙ୍କୁ ଦୁଷ୍କର୍ମ କରିଥିବା ମୈତ୍ରୀ ବିହାର ଥାନାରେ ଅଭିଯୋଗ ହୋଇଛି। ଗତ ରବିବାର ରାତିରେ ଘଟିଛି ଏହି ଲଜ୍ୟାଜନକ ଘଟଣା। ମୈତ୍ରୀ ବିହାର ଥାନା ପୋଲିସର ତଦନ୍ତ ଜାରି ରଖିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Shame in the | Argus News