Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ସର୍ଟ ସର୍କିଟ

Odisha

କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ସର୍ଟ ସର୍କିଟ

Rashmita Mishra
Browse all articles by Rashmita Mishra
·1 year ago
କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ସର୍ଟ ସର୍କିଟ

ଅର୍ଗସ ବ୍ୟୁରୋ: କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ବଡ ଅଘଟଣ । ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ଶିଶୁ ବିଭାଗ SNCUରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟି ଥିବା ସନ୍ଦେହ କରାଯାଉଛି ।ସର୍ଟ ସର୍କିଟରେ ଗୁରତର ହୋଇଛନ୍ତି ୩୦ ରୁ ଅଧିକ ମା ଓ ଶିଶୁ । ଶିଶୁ ଓ ମାକୁ ଅନ୍ୟ ବିଭାଗକୁ ସ୍ତାନାନ୍ତର କରଯାଇଛି । ଏଥିରେ ଅନେକ ଶିଶୁ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଉପଜିଲ୍ଲାପାଳ ଓ ଅଗ୍ନିଶମ ବିଭାଗ ଓ ହସ୍ପିଟାଲ କର୍ତ୍ତୃପକ୍ଷ ଉପସ୍ଥିତ ରହିଛନ୍ତି ।  ଅଗ୍ନିଶମ କର୍ମଚାରୀ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି । ତେବେ ବିଭାଗରେ ଥିବା ସମସ୍ତ ନବଜାତ ଶିଶୁ ଓ ମା’ଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଥିବା ଦେଖିବାକୁ ମିଳିଛି ।

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Short circuit in Koraput Shaheed Laxman Naik Medical College Hospital | Argus News