Videos
|
Odisha

ପର୍ଯ୍ୟଟକଙ୍କ ପାଇଁ ଆଜି ଶିମିଳିପାଳ ବନ୍ଦ

Smruti parija
Browse all articles by Smruti parija
·1 year ago
ପର୍ଯ୍ୟଟକଙ୍କ ପାଇଁ ଆଜି ଶିମିଳିପାଳ ବନ୍ଦ

Key Points

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ ଲଘୁଚାପ ଜନିତ ବର୍ଷା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ଆଜି ବନ୍ଦ ରହିବ ।

ମୟୂରଭଞ୍ଜ: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ ଲଘୁଚାପ ଜନିତ ବର୍ଷା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ଆଜି ବନ୍ଦ ରହିବ । ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିକୁ ଆଖି ଆଗରେ ରଖି ଶିମିଳିପାଳ ଜୈବ ମଣ୍ଡଳ ବିଭାଗ ପକ୍ଷରୁ ବନ୍ଦ କରାଯାଇଛି । ପିଠାବଟା, କାଳିକାପ୍ରସାଦ ଗେଟ୍ ଦେଇ ପ୍ରବେଶ କରୁଥିବା ପର୍ଯ୍ୟଟକମାନଙ୍କ ପାଇଁ ମଧ୍ୟ ପ୍ରବେଶ ବନ୍ଦ କରାଯାଇଛି । ତେବେ ଏନେଇ ସୂଚନା ଦେଇଛନ୍ତି ଉତ୍ତର ଶିମିଳିପାଳର ଡେପୁଟି ଡାଇରେକ୍ଟର ସାଇ କିରଣ ଡି.ଏନ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
similipal-badh-for-tourist-today | Argus News