Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଏହି ଅବସରରେ ଭୁବନେଶ୍ୱର ଏମ୍ସ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ

Odisha

ଏହି ଅବସରରେ ଭୁବନେଶ୍ୱର ଏମ୍ସ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ

Jitendra Dash
Browse all articles by Jitendra Dash
·2 years ago
ଏହି ଅବସରରେ ଭୁବନେଶ୍ୱର ଏମ୍ସ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ

ଅର୍ଗସ ବ୍ୟୁରୋ : ବିଏସଏଫ୍ ପ୍ରତିଷ୍ଠା ଦିବସ ଅବସରରେ ବିଏସଏଫ୍ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଏହି ଅବସରରେ ଭୁବନେଶ୍ୱର ଏମ୍ସ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଏସ୍ଏଫ୍ ଆଇଜି ଧନେଶ୍ୱର କୁମାର ଶର୍ମା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ରକ୍ତଦାନ ଶିବିରରେ ୧୦୦ଜଣ ଯବାନ ସାମିଲ ହୋଇଥିଲେ । ଏହାସହ ବିଏସ୍ଏଫ୍ ଆଇଜି ମଧ୍ୟ ନିଜେ ରକ୍ତଦାନ କରିଥିଲେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Special program by BSF on the occasion of BSF Foundation Day | Argus News