Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଦିନ ତମାମର ବ୍ରେକିଂ ଦେଖିବାକୁ ସ୍କ୍ରୋଲ କରନ୍ତୁ Speed 10

Odisha

ଦିନ ତମାମର ବ୍ରେକିଂ ଦେଖିବାକୁ ସ୍କ୍ରୋଲ କରନ୍ତୁ Speed 10

Sarbeswar Mohapatra
Browse all articles by Sarbeswar Mohapatra
·1 year ago·2 min read
ଦିନ ତମାମର  ବ୍ରେକିଂ ଦେଖିବାକୁ ସ୍କ୍ରୋଲ କରନ୍ତୁ Speed 10

ଅର୍ଗସ ବ୍ୟୁରୋ : ବିଜେଡି ସୁପ୍ରିମୋଙ୍କୁ ସମାଲୋଚନା କଲେ ମୋହନ; କହିଲେ, ନିଜ ହୀନ ଚକ୍ରାନ୍ତରେ ନିଜେ ଫସିଲେ ନବୀନ

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା । ନିଲମ୍ବିତ IIC ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ ଟେଷ୍ଟ

ଭରତପୁର ଥାନା ମାମଲାରେ ସିନ୍ ରିକ୍ରିଏସନ୍ । ଭରତପୁର ଥାନା ଓ ରୋଡ୍ ରୋମିଓ ଝାମେଲା କରିଥିବା ସ୍ଥାନରେ ସରଜମିନ୍ ତଦନ୍ତ କରିଛି କ୍ରାଇମବ୍ରାଞ୍ଚ । ସେଦିନ ରାତିରେ କଣ ଘଟିଥିଲା ? ସବୁ ଘଟଣାର ସିନ୍ ରିକ୍ରିଏସନ୍ କରିଛି କ୍ରାଇମବ୍ରାଞ୍ଚ ଟିମ

ଆନ୍ଦୋଳନରୁ ଓହରିଲେ କ୍ୟାପିଟାଲ ହସ୍ପିଟାଲ ସଫେଇ କର୍ମଚାରୀ : ବୋନସ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ । ୩ ଦିନ ପରେ ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ

ସମ୍ବଲପୁରୀ ଗାୟିକା ରୁକ୍‌ସାନା ବାନୋ ମୃତ୍ୟୁ ଘଟଣା । ପୋଲିସ ତଦନ୍ତରେ ବାଧା ଦେଲେ ରୁକ୍‌ସାନାଙ୍କ ପରିବାର,  କବର ଖୋଳି ଶବ ବାହାର କରିବାକୁ ମନା କଲେ ରୁକ୍‌ସାନାଙ୍କ ମା’

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା; ସଦସ୍ୟତା ଅଭିଯାନ ନେଇ ଦେବେ ପରାମର୍ଶ

‘ସୁଭଦ୍ରା’ ଯୋଜନାରେ ୯୨ ଲକ୍ଷ ଆବେଦନ କରିସାରିଲେଣି । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଉ ଏକ ସପ୍ତାହ ମଧ୍ୟରେ ଆବେଦନ ୧ କୋଟି ଛୁଇଁଯିବ । ଇ-କେୱାଇସି ପାଇଁ ଟିକେ ସମୟ ଲାଗୁଛି କହିଲେ ପ୍ରଭାତୀ

ଦୁଇ ନେତାଙ୍କ ବଡ଼ ବୟାନ ପରେ କିଏ କରିବ ହଲ୍‌ଚଲ୍‌, ବଢ଼ିଲା ଚର୍ଚ୍ଚା । ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ କହିଲେ ଆଗକୁ ହେବ ବିସ୍ଫୋରଣ, ବହୁ ବଡ଼ ବଡ଼ ନେତା ବିଜେପିରେ ସାମିଲ ହେବେ କହିଲେ ସୁକାନ୍ତ

ଜାମ୍ମୁ-କାଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ; ହେଭିୱେଟ୍‌ଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର୍

ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ରଘୁନାଥପାଲି ଥାନା ନିକଟ ଏକ ରେଷ୍ଟୁରାଣ୍ଟରେ ଗଣଦୁଷ୍କର୍ମ । ୫ ଜଣ ଗଣଦୁଷ୍କର୍ମ କରିଥିବା ନେଇ ଏତଲା କଲେ ପୀଡ଼ିତା
 

Sponsored
Speed10 | Argus News