Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ଦର୍ଶନ

Odisha

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ଦର୍ଶନ

Manini Pattanayak
Browse all articles by Manini Pattanayak
·2 years ago
ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ଆସନ୍ତାକାଲି ୪ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ଆସନ୍ତାକାଲି ସନ୍ଧ୍ୟା  ୫ ରୁ ରାତି ୯ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ଆସନ୍ତାକାଲି ୩୧ତାରିଖ ବୁଧବାର, ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । 

ସୂଚନା ମୁତାବକ ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ କାର୍ଯ୍ୟ ଶେଷ ହେବା ପରେ ୪ ଘଣ୍ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ତେଣୁ ଏଥିନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଜାଣିବା ନିମନ୍ତେ ସୂଚନା ଦିଆଯାଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Srimandir will be closed from 6 pm to 9 pm tomorrow | Argus News