Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୁରୀରେ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ଆରମ୍ଭ

Smruti Parija
Browse all articles by Smruti Parija
·1 year ago·1 min read
ପୁରୀରେ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ଆରମ୍ଭ

ଅର୍ଗସ ବ୍ୟୁରୋ: ପୁରୀରେ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ଆରମ୍ଭ ହୋଇଛି । ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରିଣୀ ବୈଠକ ଚାଲିଛି । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ୩ ପ୍ରଭାରୀ ଯୋଗ ଦେଲେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ମନ୍ତ୍ରିପରିଷଦ ସଦସ୍ୟ ଉପସ୍ଥିତ ଅଛନ୍ତି । ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଅଛନ୍ତି । ଏହାସହ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମଧ୍ୟ ଅଛନ୍ତି । 

ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ  । ପୁରୀରେ ଆୟୋଜିତ କାର୍ଯ୍ୟକାରିଣୀକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା । ଭୁବନେଶ୍ବରରେ ପହଁଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ।  କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଓ ରାଜ୍ୟରେ ପ୍ରଥମ ଥର ବିଜେପି ସରକାର ଗଠନ ପରେ ବସୁଛି କାର୍ଯ୍ୟକାରିଣୀ । ବିଶେଷ କରି ନୂଆ ସରକାରର ପ୍ରତିଶ୍ରୁତି ପୂରଣ ନେଇ ପ୍ରସ୍ତୁତ ହେବ ରୋଡ୍ ମ୍ୟାପ୍ ।

ଆହୁରି ପଢନ୍ତୁ ରାଜନୀତି ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
State BJP functionary begins in Puri | Argus News