Videos
|
Odisha

ବରିଷ୍ଠ ବିଜେଡି ନେତା ଦାମ ରାଉତଙ୍କ ବିୟୋଗର ରାଜ୍ୟ ବିଜେପି ସଭାପତିଙ୍କ ଶୋକ

Ritu Das
Browse all articles by Ritu Das
·2 years ago
ବରିଷ୍ଠ ବିଜେଡି ନେତା ଦାମ ରାଉତଙ୍କ ବିୟୋଗର ରାଜ୍ୟ ବିଜେପି ସଭାପତିଙ୍କ ଶୋକ

ଅର୍ଗସ ବ୍ୟୁରୋ: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ଜୟ ନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି। 

ଆରପାରିରେ ଦାମ ରାଉତ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହିତ ଶୋକସନ୍ତପ୍ତ ପାରିବାର ବର୍ଗ ଓ ବନ୍ଧୁଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
State BJP president | Argus News