ଆଜି ରାଜ୍ୟ କ୍ୟାବିନେଟ ବୈଠକ
·2 years ago

ଅର୍ଗସ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ହେବ ବୈଠକ। ନିର୍ବାଚନ ପୂର୍ବରୁ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ । ଏହି କ୍ୟାବିନେଟ ବୈଠକ ନବୀନଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟ ବୈଠକ ହେବ । ବିଭିନ୍ନ ବିଭାଗର ପ୍ରାୟ 20ରୁ ଅଧିକ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯିବା ସମ୍ଭାବନା ରହିଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
