Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର

Rashmita Mishra
Browse all articles by Rashmita Mishra
·1 year ago
ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର

ଅର୍ଗସ ବ୍ୟୁରୋ: ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି । ପ୍ରଧାନମନ୍ତ୍ରୀ ପୋଷଣ ସ୍କିମରେ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର । ପୂର୍ବରୁ ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବାବଦକୁ 5 ଟଙ୍କା 90 ପଇସା ମିଳୁଥିବା ବେଳେ ଏବେ ଏହାକୁ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ସେହିପରି ଉଚ୍ଚ ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ 10 ଟଙ୍କା 94 ପଇସାକୁ ବୃଦ୍ଧି କରାଯାଇଛି ଯାହା ପୂର୍ବରୁ 8 ଟଙ୍କା 82 ପଇସା ଥିଲା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
State government increases midday meal expenses for school children | Argus News