IPS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର
·1 year ago

Key Points
IPS ସ୍ତରରେ ବଡ଼ ଅଦଳ ବଦଳ
ଅଦଳବଦଳ କଲେ ରାଜ୍ୟ ସରକାର
ବରିଷ୍ଠ IPS ଅଫିସର ସଞ୍ଜୀବ ପଣ୍ଡାଙ୍କୁ ଏଡିଜି ନକ୍ସଲ ବିରୋଧୀ ଅପରେସନର ଦାୟିତ୍ୱ
ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି । ଏଥିରେ ବରିଷ୍ଠ ଆଇପିଏସ୍ ଅଫିସର ସଞ୍ଜୀବ ପଣ୍ଡାଙ୍କୁ ଏଡିଜି ନକ୍ସଲ ବିରୋଧୀ ଅପରେସନ୍ ଭାବେ ଦାୟିତ୍ୱ ଦିଆଯାଇଛି । ସେହିପରି ଅଖିଳେଶ୍ୱର ସିଂଙ୍କୁ ସ୍ୱତନ୍ତ୍ର ଗୁଇନ୍ଦା ଶାଖାର ଡିଆଇଜି ଭାବେ ଦାୟିତ୍ୱ ଦେଇଛନ୍ତି ସରକାର । ଅନ୍ୟପଟେ କେଭି ସିଂଙ୍କୁ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଦିଆଯାଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: