Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଚିକିଟି ମଦ ଘଟଣାରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ 

Smruti Parija
Browse all articles by Smruti Parija
·1 year ago
ଚିକିଟି ମଦ ଘଟଣାରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ 

ଅର୍ଗସ ବ୍ୟୁରୋ: ହଟିଲେ ଅବକାରୀ ଅଧୀକ୍ଷକ । ଚିକିଟି ମଦ ଘଟଣାରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ । ବେଆଇନ ମଦ କାରବାରରେ ସମ୍ପୃକ୍ତଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ । କଡ଼ା କାର୍ଯ୍ୟାନୁଷ୍ଠାନ ହେବ କହିଲେ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ । କାର୍ଯ୍ୟାନୁଷ୍ଠାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା କହିଲେ । ବ୍ରହ୍ମପୁର ଅବକାରୀ ସୁପରିଣ୍ଟେଣ୍ଡେଣ୍ଟଙ୍କୁ କାର୍ଯ୍ୟରୁ ଅପସାରଣ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଚିକିଟି ବେଆଇନ ମଦ କାରବାର ଘଟଣାରେ 8 ଜଣଙ୍କୁ ଗିରଫ କରାଯାଇଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
State government's strict stance on Chikiti liquor incident | Argus News