Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ କାଲିଠୁ 3 ଦିନ ସ୍କୁଲ ଛୁଟି

Ritu Das
Browse all articles by Ritu Das
·2 years ago
ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ କାଲିଠୁ 3 ଦିନ ସ୍କୁଲ ଛୁଟି

ଅର୍ଗସ ବ୍ୟୁରୋ: ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ କାଲିଠୁ 3 ଦିନ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର। 18, 19 ଓ 20 ତାରିଖ ଯାଏଁ ରାଜ୍ୟର ସବୁ ସ୍କୁଲ ଛୁଟି ରହିବ। 

ସବୁ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ସ୍କୁଲ ବନ୍ଦ ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁଁ ସ୍କୁଲ ଛୁଟି ଘୋଷଣା କରାଗଲା। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
state govt. announcement | Argus News