Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବାତ୍ୟା 'ଦାନା', ହାଇଆଲର୍ଟରେ ୪ ଜିଲ୍ଲା

Banajyotshna Ray
Browse all articles by Banajyotshna Ray
·1 year ago
ବାତ୍ୟା 'ଦାନା', ହାଇଆଲର୍ଟରେ ୪ ଜିଲ୍ଲା

ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ଦାନା’ । ଗତ ରାତିରେ ଭୀଷଣ ବାତ୍ୟାରେ ଏହା ପରିଣତ ହୋଇଛି । ଏହା କେନ୍ଦ୍ରୀୟ ଓ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ।  ଭୀଷଣ ବାତ୍ୟା ପ୍ରଭାବରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇପାରେ 4ଟି ଜିଲ୍ଲା । ହାଇଆଲର୍ଟରେ  ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଜଗତସିଂହପୁର। ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ପ୍ରଶାସନ । NDRF ଓ ଓଡରାଫ୍ ଟିମ୍ ମୁତୟନ । ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ କରାଯାଇଛି ସ୍ଥାନାନ୍ତର ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Storm 'Dana', 4 districts in Alert | Argus News