Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବାତ୍ୟା ସମୀକ୍ଷା ; ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·1 year ago
ବାତ୍ୟା ସମୀକ୍ଷା ; ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଜିରୋ କାଜୁଆଲିଟିରେ ସଫଳ ମୁଖ୍ୟମନ୍ତ୍ରୀ । ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ଜିରୋ କାଜୁଆଲିଟିରେ ସଫଳ ହୋଇଛୁ କହିଲେ । ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ପ୍ରଶଂସା କଲେ । କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ।

ଅଧିକ ପଢନ୍ତୁ : "ଭୀଷଣ ବାତ୍ୟା" ରୁ "ବାତ୍ୟା"ରେ ପରିଣତ ହେଲା ଦାନା

ଏଥିସହ ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ ବୋଲି କହିଛନ୍ତି । ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ସ୍ବାଭାବିକ ହେବ । ତେବେ ବାତ୍ୟାରେ ସ୍ଥାନାନ୍ତର ହୋଇଥିବା ସମସ୍ତ ଗର୍ଭବତୀ ମହିଳା ମଧ୍ୟରୁ ୧୬ଶହ ଗର୍ଭବତୀ ଶିଶୁ ଜନ୍ମ କରିଛନ୍ତି । ଉଭୟ ମା ଏବଂ ପିଲା ସୁସ୍ଥ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
storm review; The Chief Minister praised all the departments for the successful fight against cyclone | Argus News