Videos
|
Odisha

ପାଞ୍ଚ ଦଫା ଦାବି ନେଇ ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

Banajyotshna Ray
Browse all articles by Banajyotshna Ray
·2 years ago
ପାଞ୍ଚ ଦଫା ଦାବି ନେଇ ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଅର୍ଗସ ବ୍ୟୁରୋ:  ସାମ୍ବାଦିକଙ୍କ ହକ୍ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଅନୁଗୁଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ । ଏହି କ୍ରମରେ ପାଞ୍ଚ ଦଫା ଦାବି ପୂରଣ ନେଇ ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ ସଂଘର କାର୍ଯ୍ୟକର୍ତ୍ତା । ସାମ୍ବାଦିକଙ୍କ ସୁରକ୍ଷା ଆଇନ ପ୍ରଣୟନ, ବୟସ୍କ ସାମ୍ବାଦିକଙ୍କୁ ପେନସନ୍ ପ୍ରଦାନ, ପ୍ରେସ୍ ଏକାଡେମୀ ଗଠନ ଭଳି ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଛି ସଂଘ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
strike before the office of Angul District Collector with five demands | Argus News