ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି
·1 year ago

ଅର୍ଗସ ବ୍ୟୁରୋ: ମଧ୍ୟାହ୍ନ ଭୋଜନ ଖାଇ ୩୬ ଛାତ୍ରଛାତ୍ରୀ ଅସୁସ୍ଥ। ବିଦ୍ୟାଳୟ ପରିସରରେ ଉତ୍ତେଜନା । ଅଭିଭାବକ ଓ ରୋଷେଇୟାଙ୍କ ମଧ୍ୟରେ ପାଟିତୁଣ୍ଡ। ଘଟଣା ସ୍ଥଳରେ ପହଞ୍ଚିଲେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ । ଜି. ଉଦୟଗିରି ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୩୬ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିଲେ । ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ବର୍ତ୍ତମାନ ସାମାନ୍ୟ ଭଲ ଥିବା ଜଣାପଡିଛି। ଏହାର ତଦନ୍ତ ଜାରି ରହିଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: