ହାଇଟେକ ମେଡିକାଲ ଟ୍ରାଜେଡି, ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ଛାତ୍ର କଂଗ୍ରେସ
·2 years ago

ଅର୍ଗସ ବ୍ୟୁରୋ: ହାଇଟେକ ମେଡିକାଲ ଟ୍ରାଜେଡିରେ ୩ ଜଣଙ୍କ ମୃତ୍ୟୁକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବାସଭବନ ଘେରାଉ। ମନ୍ତ୍ରୀ ନିରଞ୍ଜନ ପୂଝାରୀଙ୍କ ବାସଭବନରେ ଅଣ୍ଡା ମାଡ଼ କଲା ଛାତ୍ର କଂଗ୍ରେସ। ମନ୍ତ୍ରୀଙ୍କ ବାସଭବନକୁ ଧସେଇ ପଶିବାକୁ ଉଦ୍ୟମ ବେଳେ 15 ରୁ ଅଧିକ ଛାତ୍ର କଂଗ୍ରେସ ଓ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ।ଘଟଣାରେ ହସ୍ପିଟାଲ ମାଲିକ ତିରୁପତି ପାଣିଗ୍ରାହୀଙ୍କୁ ଗିରଫ କରିବା ସହ ମୃତକଙ୍କ ପରିବାରକୁ 50 ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଦାବୀ କରିଛି ଛାତ୍ର କଂଗ୍ରେସ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: