Videos
|
Odisha

ଆଜିଠୁ ରାଜ୍ୟରେ ବୁଲିବ ସୁଭଦ୍ରା ସଚେତନତା ରଥ

Banajyotshna Ray
Browse all articles by Banajyotshna Ray
·1 year ago
ଆଜିଠୁ ରାଜ୍ୟରେ ବୁଲିବ ସୁଭଦ୍ରା ସଚେତନତା ରଥ

ଅର୍ଗସ ବ୍ୟୁରୋ:  ଆଜିଠୁ ରାଜ୍ୟରେ ବୁଲିବ ସୁଭଦ୍ରା ସଚେତନତା ରଥ। ଗାଁ ଗାଁ ବୁଲି ସୁଭଦ୍ରା ଯୋଜନା ସମ୍ବନ୍ଧରେ ଲୋକଙ୍କୁ ସଚେତନ କରାଇବାକୁ ଏହି ପ୍ରୟାସ ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଆଜି ଗାନ୍ଧୀମାର୍ଗ ଠାରେ ଏହି ସଚେତନତା ରଥର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ବରିଷ୍ଠ ଅଧିକାରୀ ବି ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Subhadra Awareness Rath will tour the state from today | Argus News