୧ କୋଟିରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ବ୍ୟାଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା

Key Points
ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ୩ୟ କିସ୍ତି ଟଙ୍କା
୧ କୋଟିରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ବ୍ୟାଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା
ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ୫ ହଜାର ଲେଖାଏଁ ଟଙ୍କା
ଆସିଲା ସୁଭଦ୍ରା ୩ୟ କିସ୍ତି ଟଙ୍କା । ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ୩ୟ କିସ୍ତି ଟଙ୍କା । ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ । ୧ କୋଟିରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା । ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ୫ ହଜାର ଲେଖାଏଁ ଟଙ୍କା । ପୂର୍ବରୁ ଦୁଇଟି କିସ୍ତିରେ ମହିଳାଙ୍କୁ ଖାତାକୁ ଆସି ସାରିଛି ୧୦ ହଜାର ଟଙ୍କା । ଆଜି ଏକକାଳୀନ ୧ କୋଟିରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା ୫ ହଜାର ଟଙ୍କା । କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।