subhadra scheme / ଆନ୍ତର୍ଜାତୀୟ ମହିଳା ଦିବସ,ଏକ କୋଟି ୨ଲକ୍ଷ ୧୨ହଜାର ୬୬୫ ମହିଳା ପାଇବେ ଟଙ୍କା
·6 months ago·2 min read

Key Points
ଆଜି ଆନ୍ତର୍ଜାତୀୟ ମହିଳା ଦିବସ
ଚତୁର୍ଥ କିସ୍ତି ପାଇବେ ସୁଭଦ୍ରା ହିତାଧିକାରୀ
ଏକ କୋଟି ୨ଲକ୍ଷ ୧୨ହଜାର ୬୬୫ଜଣ ହିତାଧିକାରୀ ପାଇବେ
ପୁରୀରେ ଆୟୋଜନ ହେବ ବିଶାଳ କାର୍ଯ୍ୟକ୍ରମ

ଆଜି ଆନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ଚତୁର୍ଥ କିସ୍ତି ପାଇବେ ସୁଭଦ୍ରା ହିତାଧିକାରୀ। ଏକ କୋଟି ୨ଲକ୍ଷ ୧୨ହଜାର ୬୬୫ଜଣ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା । ୫ ହଜାର କୋଟିରୁ ଅଧିକ ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ। ପୁରୀର ତାଳବଣିଆ ଠାରେ ଆୟୋଜନ ହେବ ବିଶାଳ କାର୍ଯ୍ୟକ୍ରମ। ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସଫଳତା ପାଇଥିବା ସୁଭଦ୍ରା ହିତାଧିକାରୀଙ୍କୁ ମଞ୍ଚରେ ଦିଆଯିବ ସମ୍ମାନ।
ସୁଭଦ୍ରା ଯୋଜନା ୧୭ ସେପ୍ଟେମ୍ବର, ୨୦୨୪ ରେ ଆରମ୍ଭ ହୋଇଥିଲା। ଶକ୍ତି ଏବଂ ସୁରକ୍ଷାର ପ୍ରତୀକ ଦେବୀ ସୁଭଦ୍ରାଙ୍କ ନାମରୁ ଏହାର ନାମ ନିଆଯାଇଛି। ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟରେ ଏପର୍ଯ୍ୟନ୍ତ ତିନୋଟି କିସ୍ତି ଟଙ୍କା ପହଞ୍ଚିସାରିଛି। ତିନୋଟି କିସ୍ତିରେ ୧ କୋଟିରୁ ଅଧିକ ହିତାଧିକାରୀ ମୋଟ ୧୫,୦୦୦ ଟଙ୍କା ପାଇସାରିଛନ୍ତି।
ସୁଭଦ୍ରା ଯୋଜନା ଅଧିନରେ ଥିବା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ପାଇଁ ସରକାର ନିରନ୍ତର ପ୍ରୟାସ ଚଳାଇଛନ୍ତି। ଯେଉଁ ମହିଳାମାନେ ୩୧ ମାର୍ଚ୍ଚ ୨୦୨୫ ସୁଦ୍ଧା ୨୧ ବର୍ଷ ବୟସରେ ପହଞ୍ଚିଛନ୍ତି, ସେମାନେ ଏହି ସରକାରୀ ଯୋଜନାରେ ଯୋଗଦାନ ପାଇଁ ଆବେଦନ ମଧ୍ୟ କରିପାରିବେ। ଯଦି ଆବେଦନକାରୀଙ୍କୁ ଯୋଗ୍ୟ ବିବେଚିତ କରାଯାଏ, ତେବେ ସେମାନେ ୮ ମାର୍ଚ୍ଚରେ ସୁଭଦ୍ରା କିସ୍ତି ପାଇପାରିବେ।
ସୁଭଦ୍ରା ଯୋଜନା ଟଙ୍କାର ଚତୁର୍ଥ କିସ୍ତି ଆସନ୍ତା ଚଳିତ ମାସ ମହିଳା ଦିବସରେ ଅର୍ଥାତ୍ ମାର୍ଚ୍ଚ ୮ ତାରିଖରେ ମିଳିବ ବୋଲି ସରକାର ଘୋଷଣା କରିଥିଲେ। ରାକ୍ଷୀ ପୂର୍ଣ୍ଣିମାରେ ତୃତୀୟ କିସ୍ତି ଟଙ୍କା ମିଳିଥିଲା। ପୂର୍ବ ରୁ ୩ଟି କିସ୍ତିରେ ମୋଟ ୧୫ ହଜାର ଟଙ୍କା ଲେଖାଏଁ ପାଇସାରିଛନ୍ତି ରାଜ୍ୟର ୧ କୋଟିରୁ ଅଧିକ ମହିଳା । କିନ୍ତୁ ଅଯୋଗ୍ୟ ହିତାଧିକାରୀଙ୍କୁ ଏଥିରୁ ବାଦ୍ ଦେଇଛନ୍ତି ରାଜ୍ୟ ସରକାର ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏହା ସହିତ ପୁନଶ୍ଚ ଭେରଫିକେସନ ବେଳେ ଯେଉଁମାନେ ଯୋଗ୍ୟ ଥିବା ଜଣାପଡିଥିଲା ସେମାନଙ୍କୁ ବି ଟଙ୍କା ପଠାଇଥିଲେ ସରକାର । ସେମାନେ ମଧ୍ୟ ୪ର୍ଥ କିସ୍ତି ଟଙ୍କା ପାଇବେ । ଅତି ସହଜରେ ବୁଝିବାକୁ ଗଲେ, ମାର୍ଚ୍ଚ ୮ ତାରିଖରେ ପୁଣି ୫ ହଜାର ଟଙ୍କା ଲେଖାଏ ପାଇବେ ସୁଭଦ୍ରା ହିତାଧିକାରୀ । ତେବେ ନୂଆ ହିତାଧିକାରୀ ଆବେଦନ କରିଥିବା ହିତାଧିକାରୀ ବି ସୁଭଦ୍ରା କିସ୍ତି ପାଇବେ ।
ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିବା ପରେ ଫ୍ଲାଗସିପ୍ ଯୋଜନାର ସୁଭଦ୍ରାର ଶୁଭାରମ୍ଭ କରାଯାଇଥିଲା । ରାଜ୍ୟର ୧ କୋଟିରୁ ଅଧିକ ମହିଳାଙ୍କୁ ଆର୍ଥିକ ଭାବେ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ଏଭଳି ଯୋଜନା ହାତକୁ ନେଇଥିଲେ ରାଜ୍ୟର ମୋହନ ମାଝୀ ସରକାର । ଏହି ଯୋଜନା ବେଶ୍ ଲୋକାଭିମୁଖି ମଧ୍ୟ ହୋଇଥିଲା

Related Topics
Explore more stories