Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମୋଦିଙ୍କ ଜନ୍ମଦିନରେ ଶୁଭାରମ୍ଭ ହେବ `ସୁଭଦ୍ରା’ ଯୋଜନା 

Odisha

ମୋଦିଙ୍କ ଜନ୍ମଦିନରେ ଶୁଭାରମ୍ଭ ହେବ `ସୁଭଦ୍ରା’ ଯୋଜନା 

Manini Pattanayak
Browse all articles by Manini Pattanayak
·1 year ago
ମୋଦିଙ୍କ ଜନ୍ମଦିନରେ ଶୁଭାରମ୍ଭ ହେବ `ସୁଭଦ୍ରା’ ଯୋଜନା 

 ଭୁବନେଶ୍ୱର:  ଆସନ୍ତା ସେପ୍ଟେମ୍ବର 17 ତାରିଖରେ ଶୁଭାରମ୍ଭ ହେବ `ସୁଭଦ୍ରା’ ଯୋଜନା । ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । `ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବାକୁ ଯାଉଛି । `ସେପ୍ଟେମ୍ବର 17 ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ।

ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସଭାରେ ସାଢ଼େ 5 ଲକ୍ଷ ମହିଳାଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ କରିବେ ଯୋଜନାର ଶୁଭାରମ୍ଭ । `ସେପ୍ଟେମ୍ବର 17 ତାରିଖରେ ରିଲିଜ୍ ହେବ ସୁଭଦ୍ରା ଯୋଜନାର ଟଙ୍କା’ । ରାଜ୍ୟର ପ୍ରତି ମହିଳାଙ୍କୁ ମିଳିବ 50 ହଜାର ଟଙ୍କାର କ୍ୟାସ୍ ଭାଉଚର । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Odisha CM. The Subhadra Yojana will be launched on September 17, coinciding with Prime Minister Narendra Modi's birthday | Argus News