Videos
|
Odisha

ଏହି ମହାନ୍ ପର୍ବରେ ସାମିଲ୍ ହେବା ପାଇଁ ବାର୍ତ୍ତା ଦେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

Jitendra Dash
Browse all articles by Jitendra Dash
·2 years ago
ଏହି ମହାନ୍ ପର୍ବରେ ସାମିଲ୍ ହେବା ପାଇଁ  ବାର୍ତ୍ତା ଦେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଅର୍ଗସ ବ୍ୟୁରୋ : ନିର୍ବାଚନ ଉପଲକ୍ଷେ ପୁରୀ ବେଳାଭୂମିରେ ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରିଛନ୍ତି । ସମସ୍ତେ ଗଣତନ୍ତ୍ରର ଏହି ମହାନ୍ ପର୍ବରେ ସାମିଲ୍ ହୋଇ ନିଜ ଅଧିକାର ତଥା ମତଦାନ କରିବାକୁ ସୁଦର୍ଶନ ତାଙ୍କ ବାଲୁକାକଳାରେ ବାର୍ତ୍ତା ଦେଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ବିଶେଷ କରି ଯୁବପିଢ଼ି ମାନଙ୍କୁ ଏହି ମତଦାନ ପ୍ରକ୍ରିୟାରେ ସାମିଲ ହେବାକୁ ସୁଦର୍ଶନ ଅନୁରୋଧ କରିଛନ୍ତି । ସୁଦର୍ଶନ ତାଙ୍କ ବାଲୁକାକଳାରେ DESH KA GARV ଏବଂ । VOTE FOR SUREର ବାର୍ତ୍ତା ଦେଇ ସମସ୍ତଙ୍କୁ ସଚେତନ କରିଛନ୍ତି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
sudarsan pattnaik sand art | Argus News