ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ସୁଜିତ କୁମାର
·1 year ago

ଅର୍ଗସ ବ୍ୟୁରୋ: ବିଜେଡି ରାଜ୍ୟସଭା ସାଂସଦ ସୁଜିତ କୁମାର ତାଙ୍କ ଇସ୍ତଫା ଦଳର ସଭାପତିଙ୍କୁ ଆଜି ପଠାଇଥିଲେ।
ଏହାପରେ ଦିଲ୍ଲୀ ବିଜେପି ପାର୍ଟି ଅଫିସରେ ପହଞ୍ଚିଥିଲେ ସୁଜିତ କୁମାର। ସୁଜିତଙ୍କ ସହ ଉପସ୍ଥିତ ଅଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ଭର୍ତ୍ତୃହରି ମହତାବ ଓ ପ୍ରଭାରୀ ବିଜୟ ପାଲ ସିଂ ତୋମାର।
ଅଧିକ ପଢ଼ନ୍ତୁ ରାଜନୀତି ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: