Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅପେକ୍ଷାର ହେଲା ଅନ୍ତ, ପଦ୍ମ ଧରିଲେ ସୁନନ୍ଦା

Rashmita Mishra
Browse all articles by Rashmita Mishra
·1 year ago
ଅପେକ୍ଷାର ହେଲା ଅନ୍ତ, ପଦ୍ମ ଧରିଲେ ସୁନନ୍ଦା

ଅର୍ଗସ ବ୍ୟୁରୋ: ପଦ୍ମ ଧରିଲେ ସୁନନ୍ଦା । ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସାମିଲ ହୋଇଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଏବଂ ସ୍ୱାମୀ ଦେବେନ୍ଦ୍ର ଦାସ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହେଲେ । ଗତ କିଛି ତଳେ ବିଜେଡି ନେତୃତ୍ବ ବିରୋଧରେ ଅଭିଯୋଗ ଆଣି ଦଳ ଛାଡିଥିଲେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର...

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Sunanda Das, the former leader of Bari, has joined the BJP state office today | Argus News