Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମୋକିମଙ୍କ ନିର୍ବାଚନ ଅସିଦ୍ଧ ରାୟ ଉପରେ ରୋକ୍ 

Smruti Parija
Browse all articles by Smruti Parija
·2 years ago
ମୋକିମଙ୍କ ନିର୍ବାଚନ ଅସିଦ୍ଧ ରାୟ ଉପରେ ରୋକ୍ 

କଟକ: ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ମିଳିଲା ଆଶ୍ବସ୍ତି । ମହମ୍ମଦ ମୋକିମଙ୍କ ନିର୍ବାଚନ ଅସିଦ୍ଧ ରାୟ ଉପରେ ସୁପ୍ରିମକୋର୍ଟ ଲଗାଇଲେ ରୋକ୍ । ହାଇକୋର୍ଟ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ । ଯାହା ବିରୋଧରେ ସୁପ୍ରିମକୋର୍ଟ ଯାଇଥିଲେ ମହମ୍ମଦ ମୋକିମ । 

୨୦୧୯ ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ କରି ନିର୍ବାଚନ ଲଢିଥିଲେ ବୋଲି ଅଭିଯୋଗ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ବିଜେଡିର ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ । ଯାହାର ଶୁଣାଣୀ କରି କିଛି ଦିନ ପୂର୍ବରୁ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Supreme Court stays Orissa High Court order nullifying 2019 election of Congress MLA from Barabati Cuttack constituency Mohammed Moquim | Argus News