Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ସୁରମା ପାଢ଼ୀ

Smruti Parija
Browse all articles by Smruti Parija
·2 years ago
ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ସୁରମା ପାଢ଼ୀ

ଭୁବନେଶ୍ୱର:  ବାଚସ୍ପତି ପାଇଁ ରଣପୁର ବିଧାୟିକା ସୁରମା ପାଢୀଙ୍କ ନାଁ ଘୋଷଣା କଲା ବିଜେପି । ଘୋଷଣା ପରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ସୁରମା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଓ, ପ୍ରଭାତୀ ପରିଡାଙ୍କ ଉପସ୍ଥିତିରେ ସେ ନାମାଙ୍କନ ଭରିଛନ୍ତି । ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି, କେବଳ ସୁରମା ପାଢୀ ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି । ସୁରମା ପାଢୀ ନାମାଙ୍କନ ଭରିବା ନେଇ ନବୀନ ସହମତି ଭରିଥିବା କହିଛନ୍ତି ମୁକେଶ ମହାଲିଙ୍ଗ ।

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
surama-padhi-filed-nomination-for-speaker-of-assembly | Argus News