Videos
|
Odisha

ଲିଙ୍ଗରାଜ ଷ୍ଟେସନ ନିକଟରୁ ମିଳିଲା ଯୁବକଙ୍କ ସନ୍ଦେହଜନକ ମୃତଦେହ

Smruti Parija
Browse all articles by Smruti Parija
·1 year ago
ଲିଙ୍ଗରାଜ ଷ୍ଟେସନ ନିକଟରୁ ମିଳିଲା ଯୁବକଙ୍କ ସନ୍ଦେହଜନକ ମୃତଦେହ

Key Points

ଲିଙ୍ଗରାଜ ଷ୍ଟେସନ ନିକଟରୁ ମିଳିଲା ମୃତଦେହ

କ୍ରାଇମ ସିଟି ପାଲଟିଛି ରାଜଧାନୀ । ଲିଙ୍ଗରାଜ ଷ୍ଟେସନ ନିକଟରୁ ମିଳିଲା ଯୁବକଙ୍କ ସନ୍ଦେହଜନକ ମୃତଦେହ । ଷ୍ଟେସନ ସମ୍ମୁଖରୁ ମୃତଦେହ ଉଦ୍ଧାର ହୋଇଥିବାବେଳେ ହତ୍ୟା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ମୃତ ଯୁବକ ଖଣ୍ଡୁଆଳ ବସ୍ତିର ସନାତନ ରାଉତ । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାବେଳେ ଏୟାରଫିଲ୍ଡ ଥାନା ପୋଲିସ ରକ୍ତାକ୍ତ ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୂର୍ବ ଶତ୍ରୁତା ଯୋଗୁଁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
suspicious-body-of-youth-found-near-lingaraj-station | Argus News