Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News -   ରାଜଧାନୀରେ ବାର ଡ୍ୟାନ୍ସରଙ୍କ ସନ୍ଦେହଜନକ ମୃତ୍ୟୁ

Odisha

  ରାଜଧାନୀରେ ବାର ଡ୍ୟାନ୍ସରଙ୍କ ସନ୍ଦେହଜନକ ମୃତ୍ୟୁ

Manini Pattanayak
Browse all articles by Manini Pattanayak
·1 year ago
  ରାଜଧାନୀରେ ବାର ଡ୍ୟାନ୍ସରଙ୍କ ସନ୍ଦେହଜନକ ମୃତ୍ୟୁ

 ଭୁବନେଶ୍ୱର:  ରାଜଧାନୀରେ ବାର ଡ୍ୟାନ୍ସରଙ୍କ ସନ୍ଦେହଜନକ ମୃତ୍ୟୁ। ବନ୍ଦ ଘରେ ରକ୍ତାକ୍ତ ଅବସ୍ଥାରେ ପଡିଛି ମୃତଦେହ। ପାହାଳ ଥାନା ଅନ୍ତର୍ଗତ ଶିବଶକ୍ତି ନଗରରେ ଏପରି ଅଘଟଣ ଘଟିଛି। ମୃତ ଯୁବତୀଙ୍କ ଘର ଚଣ୍ଡୀଗଡ଼ ଏବଂ ସେ କଟକ ରୋଡର ଏକ ଡ୍ୟାନ୍ସ ବାରରେ କାମ କରୁଥିଲେ।

ଏହି ବିଲ୍ଡିଂ ଭିତରେ ୨୫ ଜଣ ଯୁବତୀ ରହୁଥିବା ଜଣାପଡିଛି। ପାହାଳ ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଚଳାଇଛି । ପାରିପାର୍ଶ୍ବିକ ପରିସ୍ଥିତି ଦେଖି ଆତ୍ମହତ୍ୟା ମାମଲା ରୁଜୁ କରାଯାଇଛି । ତେବେ ପୋଲିସ ଯୁବତୀଙ୍କ ଟେଲିଫୋନ, ସୋସିଆଲ ମିଡିଆ ମେସେଜ୍ ଯାଞ୍ଚ କରୁଛି। 
ଅଧିକ ପଢନ୍ତୁ ଓଡିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Suspicious death of bar dancer in the capital in bhubaneswar | Argus News