Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭୁବନେଶ୍ବର ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

Swayangprajna Mishra
Browse all articles by Swayangprajna Mishra
·1 year ago
ଭୁବନେଶ୍ବର ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର : ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ସାଂଘାତିକ ଅଭିଯୋଗ ଆଣିଲେ ପରିବାର । ମୃତକଙ୍କ ହେଉଛନ୍ତି ସୁମନ୍ତ ପଣ୍ଡା । ସୁମନ୍ତଙ୍କ ଘର ଏୟାରଫିଲଡ୍ ଥାନା ଜାମୁକୋଳି ଅଞ୍ଚଳରେ । ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ତଦନ୍ତ କରୁଛି ପୋଲିସ  । ମୃତଦେହକୁ ଜବତ କରି ଶବ ବ୍ୟବଛେଦ ପାଇଁ ପଠାଇଛି ପୋଲିସ ।

ଅଧିକ ପଢନ୍ତୁ ଓଡିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Suspicious death of youth in Bhubaneswar | Argus News