Videos
|
Odisha

ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ

Ritu Das
Browse all articles by Ritu Das
·2 years ago
ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ

ଅର୍ଗସ ବ୍ୟୁରୋ: ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ। ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଇସ୍ତଫା ଦେଇଛନ୍ତି।

ଦଳର ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅକ୍ଟୋବରରେ ମୁଖ୍ୟମନ୍ତ୍ରୀଙ୍କୁ ଇସ୍ତଫାପତ୍ର ଦେଇଥିବା କହିଲେ ପ୍ରେମାନନ୍ଦ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Telkoi MLA | Argus News