Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ୨୯ ପରଠୁ ସ୍ଵାଭାବିକଠାରୁ ବଢିବ ୨ରୁ ୪ ଡିଗ୍ରୀ ତାପମାତ୍ରା

Odisha

୨୯ ପରଠୁ ସ୍ଵାଭାବିକଠାରୁ ବଢିବ ୨ରୁ ୪ ଡିଗ୍ରୀ ତାପମାତ୍ରା

Ritu Das
Browse all articles by Ritu Das
·2 years ago
୨୯ ପରଠୁ ସ୍ଵାଭାବିକଠାରୁ ବଢିବ ୨ରୁ ୪ ଡିଗ୍ରୀ ତାପମାତ୍ରା

ଅର୍ଗସ ବ୍ୟୁରୋ: ୨୯ ତାରିଖ ପରଠୁ ସ୍ଵାଭାବିକଠାରୁ ବଢିବ ୨ରୁ ୪ ଡିଗ୍ରୀ ତାପମାତ୍ରା। ଏପ୍ରିଲ ପ୍ରଥମ ସପ୍ତାହରୁ ବଢିବ ପାରଦ। ମୁଖ୍ୟତଃ ପାଗ ଶୁଖିଲା ରହିବ, ଶୁଷ୍କ ବାୟୁ ପ୍ରବାହିତ ହେବ। ଏହା ସହ ପଶ୍ଚିମା ଝଡ଼ ପ୍ରଭାବରେ ତାପମାତ୍ରା ବୃଦ୍ଧି ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ସପ୍ତାହରେ ସ୍ଵାଭାବିକଠାରୁ ଅଧିକ ରହିବ ତାପମାତ୍ରା। 

ଉପକୂଳ ଓଡ଼ିଶାରେ ୩୫ରୁ ୩୭ ଡିଗ୍ରୀ ସୀମିତ ରହିବ ଓ ଆଭ୍ୟନ୍ତରୀଣରେ ୩୫ ରୁ ୩୯ ଓ ତିନି ଦିନ ପରେ କେତକ ସ୍ଥାନରେ ୪୦ ଡିଗ୍ରୀ ଛୁଇଁବା ନେଇ ଆଶଙ୍କା କରାଯାଇଛି । ୩୧ ତାରିଖ ପରଠୁ କିଛି ଜାଗାରେ ନିମ୍ନ ଚାପରେଖା ଓ ପଶ୍ଚିମା ଝଡ଼ ପ୍ରଭାବରେ କାଁ ଭାଁ ବର୍ଷା ହୋଇପାରେ। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Temperatures | Argus News